ଅନୁଗୋଳ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ୫୫ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ ଏହି ସଭାର ଅଧ୍ୟକ୍ଷତା କରିଥିଲେ। ଜିଲ୍ଲାର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି ଅନୁଗୋଳ ଜିଲ୍ଲାପାଳ କହିଥିଲେ। ଏହି ସଭାରେ ଅସମ୍ପୂର୍ଣ କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Follow by Email
Twitter
Instagram
Telegram
WhatsApp
error: Content is protected !!