{"remix_data":[],"remix_entry_point":"challenges","source_tags":["default"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"border":1,"transform":2},"is_sticker":false,"edited_since_last_sticker_save":true,"containsFTESticker":false}

ବିଶ୍ଵ ଯୁବ କେନ୍ଦ୍ର,ବଣୀନଳୀ, ଅନୁଗୋଳ ଦ୍ୱାରା ପରିଚାଳିତ କାର୍ଯ୍ୟ କ୍ରମ “ଆକ୍ସେସ ଟୁ ଜଷ୍ଟିସ “ଦ୍ୱାରା ଅନୁଗୋଳ ଜିଲ୍ଲାର ବଅଁରପାଳ କଙ୍କିନାଳୀ, ସlନ୍ତରପୂର୍, ଗଡସନ୍ତ୍ରି, ଭାଗବତ ପୁର, ଗାଙ୍ଗିଯୋଡ଼ି, ବଉଳିଗଡ ପଞ୍ଚାୟତ ର ବଉଳିଗଡ, ପୁରିକିଆ , ଅରାହାଟ ଗ୍ରାମରେ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯକ୍ରମ ରେ ୱାଡମେମ୍ବର, ଅଙ୍ଗୱାଡ଼ି , ଆଶା, କିଶୋରୀ, କିଶୋରୀ ମାନଙ୍କ ଉପସ୍ଥିତରେ ଜିଲ୍ଲାରେ ଶିଶୁ ମାନଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବଲ୍ୟବିବାହ, ଶିଶୁ ଚାଲାଣ,ଶିଶୁ ଯୌନ ନିର୍ଯାତନା,ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ବିଶେଷ ଆଲୋଚନା କରାଯାଇଥିଲା। ବାଲ୍ୟ ବିବାହ ତଥା ଶିଶୁଙ୍କୁ ଶ୍ରମ ରେ ନିୟୋଜିତ କରୁଥିବା ଲୋକଙ୍କ ପାଇ ଭାରତୀୟ ଆଇନ ଅନୁଯାୟୀ ବାଲ୍ୟ ବିବାହର ଦଣ୍ଡ ବିଧାନ ଓ ନିୟମାବଲୀ ଏବଂ ପ୍ରତ୍ୟେକ ଶିଶୁର ଚାରୋଟି ପ୍ରାଥମିକ ଅଧିକାର ବିଷୟ ରେ ଆଲୋଚନା କରିଥିଲେ। ଏହି ସବୁ କାର୍ଯ୍ୟକ୍ରମର ଆୟୋଜନ ତଥା ପରିଚାଳନା ବିଶ୍ୱଯୁବ କେନ୍ଦ୍ରର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ୱା ବଧାନରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *

Follow by Email
Twitter
Instagram
Telegram
WhatsApp
error: Content is protected !!