ରାଜ୍ୟ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ବାସୀଙ୍କ ଉଦେଶ୍ୟରେ ଲୋକାର୍ପଣ କଲେ ୨୪ ଟି ନୂତନ ମୌଳିକ ଏବଂ ୨୯୯ ଟି ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ସେବା। ଏଥିପାଇଁ ରାଜ୍ୟ ସରକାର ଖର୍ଚ୍ଚ କରିଛନ୍ତି ୫୨ କୋଟି ଟଙ୍କା। ଏଥିସହ ପ୍ରତି ବ୍ଲକ କୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ଯୋଗାଇ ଦେବାର ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ। ବର୍ତ୍ତମାନ ସୁଧା ୬୨୪ ଟି ଆମ୍ବୁଲାନ୍ସ ରାଜ୍ୟବ୍ୟାପୀ କାର୍ଯ୍ୟ କରୁଛି ବୋଲି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *

Follow by Email
Twitter
Instagram
Telegram
WhatsApp
error: Content is protected !!