ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ ନିର୍ମାଣସ୍ଥଳ ପରିଦର୍ଶନ କରିଥିଲେ।ତତ୍ ସହିତ କାର୍ଯ୍ୟ କେତେ ଅଗ୍ରଗତି କରିଛି ତାର ସମୀକ୍ଷା ମଧ୍ୟ କରିଛନ୍ତି। ଜୁଲାଇ ମାସ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ମଧ୍ଯ କହିଛନ୍ତି।
